30.1 C
Bhubaneswar
Tuesday, May 5, 2026
Homeଓଡିଶାମୋହନ ମାଝୀଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ

ମୋହନ ମାଝୀଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ବିଜେପି ବିଧାୟକ ଦଳ ନେତା ଚୟନ ନେଇ କେନ୍ଦ୍ରୀୟ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ଶାହ ଓ ମୋହନଙ୍କୁ ଦାୟିତ୍ୱ ପ୍ରଦାନ କଲା ବିଜେପି ସଂସଦୀୟ ବୋର୍ଡ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking