33.1 C
Bhubaneswar
Thursday, May 7, 2026
Homeଓଡିଶାପୁଣି ନିଟ ଚାପରେ ଜୀବନ ହାରିଲେ ଛାତ୍ର

ପୁଣି ନିଟ ଚାପରେ ଜୀବନ ହାରିଲେ ଛାତ୍ର

ଭଦ୍ରକ: ଜୀବନ ହାରିଲେ ନିଟ ପରୀକ୍ଷାର୍ଥୀ । ନିଟ ପରୀକ୍ଷାରେ ଖରାପ ରେଜଲ୍ଟ ନେଇ ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଛାତ୍ର ଜ୍ୟୋତି ପ୍ରକାଶ ବାରିକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ତିହିଡି ନୁନ୍ଦର ଗାଁରେ । ଘରେ କେହି ନଥିବାର ସୁଯୋଗ ନେଇ ଆତ୍ମହତ୍ୟା କରିଛନ୍ତି ଯୁବକ । ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଚା ଦୋକାନ କରିଥିବା ଗିରିଧାରୀ ବାରିକଙ୍କ ପୁଅ ଜ୍ୟୋତି ପ୍ରକାଶ ଆତ୍ମହତ୍ୟା କରିଛନ୍ତି । ପୂର୍ବରୁ ଜ୍ୟୋତି ଥରେ ନିଟ ପରୀକ୍ଷା ଦେଇଥିବା ବେଳେ ରେଜଲ୍ଟ ଖରାପ ହୋଇଥିଲା । ଏଥର ପୁଣି ନିଟ ପରୀକ୍ଷା ଦେଇଥିଲେ । ଖରାପ ମାର୍କ ରହିବ ବୋଲି ଜାଣିବା ପରେ ଆଜି ସେ ଆତ୍ମହତ୍ୟା କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking