33.1 C
Bhubaneswar
Monday, May 11, 2026
Homeଓଡିଶାଆଜିଠୁ ଆରମ୍ଭ ରତ୍ନଭଣ୍ଡାରର ଅଳଙ୍କାର ଗଣତି ମଣତି କାର୍ଯ୍ୟ

ଆଜିଠୁ ଆରମ୍ଭ ରତ୍ନଭଣ୍ଡାରର ଅଳଙ୍କାର ଗଣତି ମଣତି କାର୍ଯ୍ୟ

ପୁରୀ: ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ । ଆଜି ଓ ଆସନ୍ତା କାଲି ଦୁଇ ଦିନ ଧରି ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା । ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ସମସ୍ୟା ସୃଷ୍ଟି ହେବ ନାହିଁ ସେଥିପାଇଁ ଗଣତି ମଣତି କାର୍ଯ୍ୟ ବନ୍ଦ ରଖାଯାଇଥିଲା । ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ, ଆଜିଠୁ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ । ପରେ ଆଉ କେଉଁ ଦିନ ଗଣତି ମଣତି କାର୍ଯ୍ୟ କରାଯିବ ସେନେଇ ସୂଚନା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking