ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ । କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି । ଏନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି । ଆୟୁବ ଖାନ ନୂଆପଡା ଓ କଣ୍ଡାବାଞ୍ଜି ଅଞ୍ଚଳରେ ବିଜୁ ଜନତା ଦଳର ସଂଗଠନକୁ ମଜଭୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।










