32.1 C
Bhubaneswar
Wednesday, May 13, 2026
Homeଓଡିଶାଇଞ୍ଜିନିୟର ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ୪ ଗିରଫ

ଇଞ୍ଜିନିୟର ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ୪ ଗିରଫ

ଭୁବନେଶ୍ୱର: ବାଲିଅନ୍ତା ଘଟଣା ମନରୁ ନଲିଭୁଣୁ ରାଜଧାନୀରୁ ଆସିଛି ପୁଣି ଏକ ଲଜ୍ଜାଜନକ ଘଟଣା । ବୟଫ୍ରେଣ୍ଡ ରୁମରେ ଗଲଫ୍ରେଣ୍ଡକୁ ଗଣଦୁଷ୍କର୍ମ । ଏଭଳି ଘଟଣା ଦେଖିବାକୁ ଇନଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ । ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଯୁବତୀଙ୍କ ପ୍ରେମିକ ସହ ୩ ଜଣ କଲେଜ ଛାତ୍ରଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ଆସିଛି । ପୀଡିତା ଜଣକ ଏକ ଘରୋଇ କଲେଜର ଛାତ୍ରୀ ହୋଇଥିବା ଜଣାପଡିଛି । ଘଟଣାରେ ସମ୍ପୃକ୍ତ ୪୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ । ଗିରଫ ଅଭିଯୁକ୍ତ ହେଲେ ସିପୁନ ବେହେରା, ରଞ୍ଜନ ବେହେରା , ଶୁଭଙ୍କର ପାଢୀ ଓ ରତିକାନ୍ତ । ଦୁଷ୍କର୍ମ ପଛରେ ବୟଫ୍ରେଣ୍ଡ ଓ ତାର ସାଙ୍ଗ ସାମିଲ ଥିଲେ । ଅଭିଯୁକ୍ତଙ୍କୁ ଗିରଫ ପରେ ପୋଲିସ ତଦନ୍ତ ଜାରି ରଖିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking