31.1 C
Bhubaneswar
Friday, May 22, 2026
Homeଓଡିଶାଆସୁଛି ଲଘୁଚାପ: ପ୍ରବଳ ବର୍ଷିବ !

ଆସୁଛି ଲଘୁଚାପ: ପ୍ରବଳ ବର୍ଷିବ !

ଭୁବନେଶ୍ବର: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।ଆସନ୍ତା ୨୮ ଓ ୨୯ ବେଳକୁ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ କାଳବୈଶାଖୀ ପ୍ରଭାବ ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking