34.1 C
Bhubaneswar
Monday, May 25, 2026
Homeଦେଶ ବିଦେଶ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏଥି ସହ ଦଳର ବରିଷ୍ଠ ନେତାଙ୍କ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିବାର ମଧ୍ୟ ସୂଚନା ମିଳିଛି । ରାଜ୍ୟରେ ପୁଣି ଚର୍ଚ୍ଚା ଧରିଲାଣି ମନ୍ତ୍ରୀମଣ୍ଡଳ ଅଦଳବଦଳ ଏବଂ ନିଗମ ଅଧ୍ୟକ୍ଷଙ୍କ ନିଯୁକ୍ତି ନିକଟରେ ରାଜ୍ୟ ବିଜେପି ସଭାପତି ଏବଂ ରାଜ୍ୟ ପ୍ରଭାରୀ ମନ୍ତ୍ରିମଣ୍ଡଳର ଅଦଳବଦଳ ହେବ । ସେନେଇ ଚର୍ଚ୍ଚା ଚାଲିଥିଲା । ଏସବୁ ଭିତରେ ସୋମବାର ଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ଏହା ସହିତ ବରିଷ୍ଠ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବା ଏଯାଏଁ ସଠିକ କାରଣ ଜଣାପଡିନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking