35.1 C
Bhubaneswar
Tuesday, May 26, 2026
Homeଓଡିଶାଶ୍ୱାସରୁଦ୍ଧରେ ୬ମୃତ: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଶ୍ୱାସରୁଦ୍ଧରେ ୬ମୃତ: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: କଳାହାଣ୍ଡିରେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୃତକଙ୍କ ପରିବାରକୁ ସହାୟତା ସହ ଗଭୀର ଶୋକ ପ୍ରକାଶ କରି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଥାଉକି, ଆଜି କଳାହାଣ୍ଡି ମଦନପୁର ରାମପୁରରେ କରଲା ଖୁଟାରେ ଅଭାବନୀୟ ଘଟଣା ଟିଥିଲା । ପାଇଖାନା ଟାଙ୍କି ଭିତରେ ପଶି ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ ।ଜଣେ ଗୁରୁତରଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି । ଯାହା ଏବେ ଅଂଚଳ ରେ ଶୋକର ଛାୟା ଖେଳିଯାଇଛି

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୬ ମୃତ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking