35.1 C
Bhubaneswar
Tuesday, May 26, 2026
Homeଓଡିଶାକୌଣସି ମୂହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

କୌଣସି ମୂହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ୱର: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ସୂଚନା ଦେଇଛନ୍ତି । କହିଛନ୍ତି, କୌଣସି ମୂହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ କହିଲେ । ନିଗମ ବୋର୍ଡ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇସାରିଛି । ଦଳ ଓ ସରକାର ଏହା ଭିତରେ ଏହା ଭିତରେ ଚୟନ ପ୍ରକ୍ରିୟା ଆରମ୍ଭ କରି ସାରିଛନ୍ତି । ସମ୍ଭବତଃ ଖୁବଶୀଘ୍ର ଏହା ଶେଷ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking