36.1 C
Bhubaneswar
Sunday, May 31, 2026
Homeଓଡିଶା୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ

୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ

୧୫ ଦିନ ଭିତରେ ଭତ୍ତା ସମସ୍ୟାର ହେବ ସମଧାନ । ନୂଆ ସଫ୍ଟଓୟାର ପାଇଁ ଦୁଇ ମାସ ଧରି ଭତ୍ତା ଦେବାରେ ବ୍ୟତିକ୍ରମ ଦେଖାଯାଉଛି। ଯେଉଁମାନେ କ୍ୟାସ ଆକାରରେ ଭତ୍ତା ପାଉଥିଲେ ସେମାନଙ୍କର କିଛି ସମସ୍ୟା ସୃଷ୍ଟି ହୋଇନାହିଁ । ଯେଉଁମାନଙ୍କ ଅନଲାଇନ ଆକାଉଣ୍ଟରେ ଭତ୍ତା ଯାଉଛି, ସେମାନଙ୍କ କ୍ଷେତ୍ରରେ ସମସ୍ୟା ଦେଖାଦେଇଛି, କେନ୍ଦ୍ର ସରକାର ପକ୍ଷରୁ ନୂଆ କରି ସଫ୍ଟଓୟାର ଡେଭଲପ କାମ ଚାଲିଛି । ସେଥିପାଇଁ ସମସ୍ୟା ହୋଇଛି । ଆଉ ୧୫ ଦିନ ଭିତରେ ସମସ୍ୟାର ସମଧାନ ହେବ ବୋଲି କହିଛନ୍ତି ରାଜ୍ୟସଭା ସାଂସଦ ତଥା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । କେନ୍ଦ୍ର ଓ ରାଜ୍ୟ ଯୁଗ୍ମ ଭାବେ ଭତ୍ତା ଦେବା ପାଇଁ ବ୍ୟବସ୍ଥା କରୁଛନ୍ତି । ନୂଆ ସଫ୍ଟଓୟାର ପାଇଁ ଦୁଇ ମାସ ଧରି ଭତ୍ତା ଦେବାରେ ବ୍ୟତିକ୍ରମ ଦେଖାଯାଉଛି । ଯେଉଁମାନେ ପାଇନାହାନ୍ତି ଏକକାଳୀନ ପାଇବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking