39.6 C
Bhubaneswar
Wednesday, June 3, 2026
Homeଓଡିଶାମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଭାଇଙ୍କ ମୃତ୍ୟୁ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଭାଇଙ୍କ ମୃତ୍ୟୁ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଭାଇଙ୍କ ମୃତ୍ୟୁ । ବଡ଼ବାପାଙ୍କ ପୁଅ ଦୀନବନ୍ଧୁ ମାଝୀଙ୍କ ହୃଦଘାତରେ ମୃତ୍ୟୁ । ଛାତିରେ ଯନ୍ତ୍ରଣା ହେବାରୁ ମେଡିକାଲ ଯାଇଥିଲେ । କ୍ୟାପିଟାଲ୍ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ସୂଚନା ଅନୁସାରେ, ଦୀନବନ୍ଧୁ ମାଝୀ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ସଦସ୍ୟମାନେ ତାଙ୍କୁ ତୁରନ୍ତ ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲକୁ ନେଇଯାଇଥିଲେ। ମାତ୍ର ସେଠାରେ ଡାକ୍ତରମାନେ ତାଙ୍କୁ ପରୀକ୍ଷା କରି ମୃତ ଘୋଷଣା କରିଥିଲେ । ପ୍ରାଥମିକ ସୂଚନା ଅନୁଯାୟୀ ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking