39.6 C
Bhubaneswar
Wednesday, June 3, 2026
Homeଓଡିଶାଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି: ମନ୍ତ୍ରୀ

ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି: ମନ୍ତ୍ରୀ

ଭୁବନେଶ୍ୱର: ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ୯୦ ପ୍ରତିଶତ ବହି ଛପା ସାରିଲାଣି । ପିଲାଙ୍କ ପାଖରେ ପହଞ୍ଚୁଛି ।ବାକି ୧୦ ପ୍ରତିଶତ ବହି ଖରା ଛୁଟି ପୂର୍ବରୁ ପିଲାଙ୍କ ପାଖରେ ପହଞ୍ଚିବ । ପ୍ରିଣ୍ଟିଂ ସମସ୍ୟା ପାଇଁ ବହି ଛପା ବିଳମ୍ବ ହୋଇଥିବା କଥାକୁ ମନ୍ତ୍ରୀ ସ୍ୱୀକାର କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking