32.9 C
Bhubaneswar
Wednesday, June 3, 2026
Homeଦେଶ ବିଦେଶଓଡ଼ିଶାରେ ନୂଆ ଉପକୂଳ ରାଜପଥକୁ କେନ୍ଦ୍ର କ୍ୟାବିନେଟ୍‌ରେ ମଞ୍ଜୁରୀ

ଓଡ଼ିଶାରେ ନୂଆ ଉପକୂଳ ରାଜପଥକୁ କେନ୍ଦ୍ର କ୍ୟାବିନେଟ୍‌ରେ ମଞ୍ଜୁରୀ

ନୂଆଦିଲ୍ଲୀ: ଓଡ଼ିଶାରେ ନୂଆ ଉପକୂଳ ରାଜପଥକୁ କେନ୍ଦ୍ର କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ରାମେଶ୍ବରରୁ ପାରାଦୀପ ପର୍ଯ୍ୟନ୍ତ ୧୬୩ କିଲୋମିଟର ଏହି ରାଜପଥ ନିର୍ମାଣ ହେବ। ଏହି ମେଗା ପ୍ରକଳ୍ପରେ ୮,୩୦୦.୭୯ କୋଟି ଟଙ୍କା ଖର୍ଚ୍ଚ ହେବ। ନୂଆ ଉପକୂଳ ରାଜପଥ ରାମେଶ୍ବର ଠାରୁ ପାରାଦୀପରେ ପହଞ୍ଚିବ। ଅର୍ଥାତ ଏହି ପ୍ରକଳ୍ପ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଳ୍ଲାକୁ ଛୁଇଁବ। ଏହି ପ୍ରକଳ୍ପ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିକାଶରେ ସହାୟକ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking