30.4 C
Bhubaneswar
Sunday, June 7, 2026
Homeଓଡିଶାଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଯୁବକଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା: କେନ୍ଦାପଡ଼ାରେ ଆଜି ଅପରାହ୍‌ଣରେ ଏକ ଅଭାବନୀୟ ଘଟଣା ଘଟିଛି। କେନ୍ଦ୍ରାପଡ଼ା  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ ଯୁବକ ଝୁଲିପଡ଼ି ଜୀବନ ହାରିଛନ୍ତି। ବ୍ୟକ୍ତିଜଣକ ବେକରେ ଗାମୁଛା ଲଗାଇ ଜୀବନ ହାରିଛନ୍ତି। ସଂପୃକ୍ତ ବ୍ୟକ୍ତିଙ୍କର ପରିଚୟ ମିଳିପାରି ନାହିଁ। ତେବେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପ୍ରଥମ ମହଲାକୁ ଚଢ଼ିବା ପାଇଁ ଥିବା ପାହାଚର ଷ୍ଟିଲ ରେଲିଂରୁ ଯୁବକଙ୍କର ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳକୁ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଏବଂ ମୃତକଙ୍କ ପରିଚୟ ଓ ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଚାଲିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking