37.8 C
Bhubaneswar
Friday, June 12, 2026
Homeଓଡିଶାକନଷ୍ଟେବଳ ଆଶୁତୋଷ ମୃଦଙ୍ଗିଆଙ୍କ ଦେହାନ୍ତ

କନଷ୍ଟେବଳ ଆଶୁତୋଷ ମୃଦଙ୍ଗିଆଙ୍କ ଦେହାନ୍ତ

ଭୁବନେଶ୍ୱର : ଏମଭି କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆଙ୍କ ପୋଡି ହେବା ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ କନେଷ୍ଟବଳ। ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଛି। ନିଆଁରେ ତାଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡି ଯିବା ପରେ ଭୁବନେଶ୍ୱର ଏମ୍ସର ବର୍ଣ୍ଣ ୱାର୍ଡରେ ସେ ଚିକିତ୍ସିତ ହେଉଥିଲୋ। ୨ ଦିନ ତଳେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବାରୁ ସେ ଭେଣ୍ଟିଲେଟରରେ ଥିଲେ। ଆଜି ସକାଳୁ ତାଙ୍କ ଦେହାନ୍ତ ହୋଇଥିବା ତାଙ୍କ ଭଉଣୀ ସୂଚନା ଦେଇଛନ୍ତି। ଏହି ଘଟଣାରେ ପତ୍ନୀ ସନ୍ଧ୍ୟା ଓ ତାଙ୍କ ଭାଇ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିବା ଅଭିଯୋଗ କରିଥିଲେ। ଆଶୁତୋଷ ଦୁଇ ଦୁଇ ଥର ସନ୍ଧ୍ୟାଙ୍କ ବିରୋଧରେ ବୟାନ ମଧ୍ୟ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking