32.8 C
Bhubaneswar
Wednesday, June 17, 2026
Homeଓଡିଶା୧୮ରେ ଖୋଲିବ ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ

୧୮ରେ ଖୋଲିବ ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୮ରେ ଖୋଲିବ ସ୍କୁଲ । ଅନ୍ୟ କୌଣସି ନିଷ୍ପତ୍ତି ହୋଇନି । ସମସ୍ତ ଘରୋଇ ଓ ସରକାରୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଯଦି ୧୮ ଯାଏଁ ବେଶୀ ଖରା ହୁଏ ତାହାଲେ ଚିନ୍ତା କରାଯିବ । ବର୍ତ୍ତମାନ ସୁଦ୍ଧା ଅନ୍ୟ କୌଣସି ନିଷ୍ପତ୍ତି ହୋଇନି ବୋଲି କହିଛନ୍ତି ମନ୍ତ୍ରୀ । ପୂର୍ବରୁ ପ୍ରବଳ ଖରା ହେବା କାରଣରୁ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି କରାଯାଇଥିଲା । ଖରା କମିବା ପରେ ସ୍କୁଲ ଖୋଲାଯିବ ବୋଲି ମନ୍ତ୍ରୀ କହିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking