36.7 C
Bhubaneswar
Wednesday, June 17, 2026
Homeଓଡିଶାଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଭୂବନେଶ୍ବର: ରାଜଧାନୀ ଉପକଣ୍ଠ ପାହାଳ ଥାନା ଅଞ୍ଚଳରେ ବୀଭତ୍ସ ହତ୍ୟାକାଣ୍ଡ । ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା । ଅନନ୍ତପୁର ପେଟ୍ରୋଲ ଟାଙ୍କି ସମ୍ମୁଖ କେନାଲ ବନ୍ଧ ପାଖରେ ପଡ଼ିଛି ଯୁବକଙ୍କ କ୍ଷତବିକ୍ଷତ ମୃତଦେହ । ମୃତଦେହ ନିକଟରେ ପଡ଼ିଛି ଏକ ବାଇକ୍ ।ସକାଳୁ ସକାଳୁ ମୃତଦେହ ଦେଖି ପୁଲିସ୍‌କୁ ସୂଚନା ଦେଇଥିଲେ ସ୍ଥାନୀୟ ଲୋକ । କେହି ହତ୍ୟା କରି ପକାଇଥିବା ସନ୍ଦେହ କରାଯାଉଛି ।ବର୍ତ୍ତମାନ ସୁଦ୍ଧା ଜଣା ପଡ଼ିଥିବା ସୂଚନା ଅନୁସାରେ ମୃତକ ଯୁବକ ହେଲେ ନିକଟ ଅନନ୍ତପୁର ଗାଁର ଜଗା ବେହେରା । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ପୁଅକୁ ବାଡ଼େଇ ବାଡ଼େଇ ମାରିଦେଇଥିବା ଅଭିଯୋଗ ଆଣିଛନ୍ତି ମୃତ ଯୁବକଙ୍କ ମାଆ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking