ଭୁବନେଶ୍ୱର: ବିଭିନ୍ନ ସ୍ଥାନର ସଂଶୋଧିତ ଇଂରାଜୀ ବନାନ ସଂକଳିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସ୍ଥାନଗୁଡିକର କୌଣସି ନାମ ପରିବର୍ତ୍ତନ ହୋଇନି, ବଦଳିଛି ଇଂରାଜୀ ବନାନ ।