37.8 C
Bhubaneswar
Wednesday, June 24, 2026
Homeଓଡିଶାପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା

ପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା

ପୁରୀ: ପୁରୀରେ ହୋଟେଲ ମାଲିକଙ୍କୁ ହତ୍ୟା , ଅଭିଯୁକ୍ତ ଚନ୍ଦନ ପଲାରକୁ ପୁଲିସ୍‌ର ଏନ୍‌କାଉଣ୍ଟର । ଗୁରୁତର ଅବସ୍ଥାରେ ପୁରୀ ମେଡିକାଲରେ ଭର୍ତ୍ତି । ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ହତ୍ୟାକାଣ୍ଡ ।ବଳିଆପଣ୍ଡା ଥାନା ଅଞ୍ଚଳରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ମୃତ ହୋଟେଲ ମାଲିକ ପବିତ୍ର ନାୟକ । ପବିତ୍ର ନାୟକଙ୍କ ବଳିଆପଣ୍ଡା ଅଞ୍ଚଳରେ ମନୋରମା ନାମକ ଏକ ହୋଟେଲ ରହିଛି । ପୁଲିସ ମୃତଦେହକୁ ଜବତ୍ କରି ଘଟଣାର ତଦନ୍ତ ଜାରି ରଖିଛି । ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking