38.2 C
Bhubaneswar
Thursday, June 25, 2026
Homeଓଡିଶାଶଙ୍ଖ ଧରିଲେ ସୁଜାତା

ଶଙ୍ଖ ଧରିଲେ ସୁଜାତା

ଭୁବନେଶ୍ୱର: ବିଜେଡିରେ ମିଶିଲେ ସୁଜାତା ରାଉତ କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହେଲେ । ଦଳର ଶୀର୍ଷ ନେତୃତ୍ୱଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ମିଶିଲେ ସୁଜାତା । ଗତକାଲି ଏନେଇ ଶଙ୍ଖ ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସୁଜାତା ଶଙ୍ଖ ଭବନରେ ପହଞଅଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧ ନା ସହ ପାଛୋଟି ନେଇଛନ୍ତି ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଓ ସ୍ନେହାଙ୍ଗିନୀ ଛୁରିଆ । ଏଥିସହ ଶଙ୍ଖ ଭବନରେ ବିଜେଡିର ବହୁ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଅଛନ୍ତି । ସୁଜାତାଙ୍କ ଯୋଗଦାନକୁ ନେଇ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଜ୍ୟର ୩୦ଟି ଜିଲ୍ଲାରୁ ବିଧାୟକ, ବରିଷ୍ଠ ନେତା, ଜନପ୍ରତିନିଧି ଓ କର୍ମୀମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତିି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking