38.2 C
Bhubaneswar
Thursday, June 25, 2026
Homeଓଡିଶାଆସନ୍ତା ନିର୍ବାଚନରେ ମୁଁ ନେତୃତ୍ୱ ନେବି: ନବୀନ

ଆସନ୍ତା ନିର୍ବାଚନରେ ମୁଁ ନେତୃତ୍ୱ ନେବି: ନବୀନ

ଭୁବନେଶ୍ୱର: ସୁଜାତା ବିଜେଡିରେ ମିଶିବା ପରେ ନବୀନଙ୍କ ବଡ ବୟାନ ଦେଇ କହିଛନ୍ତି, ସୁଜାତା ଜଣେ ସାଧାରଣ କର୍ମୀ ଭାବେ ଦଳରେ ମିଶିଲେ । ଆସନ୍ତା ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ୱ ନେବି । ସୂଚନାଥାଉକି, ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହେଲେ । ଦଳର ଶୀର୍ଷ ନେତୃତ୍ୱଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ମିଶିଲେ ସୁଜାତା ।ସୁଜାତାଙ୍କ ଯୋଗଦାନକୁ ନେଇ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଜ୍ୟର ୩୦ଟି ଜିଲ୍ଲାରୁ ବିଧାୟକ, ବରିଷ୍ଠ ନେତା, ଜନପ୍ରତିନିଧି ଓ କର୍ମୀମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତିି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking