30.1 C
Bhubaneswar
Thursday, July 2, 2026
Homeଓଡିଶାବଢ଼ିଲା ଓଡ଼ିଶା ଇଭି ପଲିସି ଅବଧି

ବଢ଼ିଲା ଓଡ଼ିଶା ଇଭି ପଲିସି ଅବଧି

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ୍ ଯାନ (ଇଭି) ବ୍ୟବହାରକୁ ପ୍ରୋତ୍ସାହିତ କରିବା ଏବଂ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ‘ଓଡ଼ିଶା ଇଲେକ୍ଟ୍ରିକ୍ ଭେହିକିଲ୍ ପଲିସି- ୨୦୨୧ର ଅବଧି ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ୨୦୨୧ରେ ଆରମ୍ଭ ହୋଇଥିବା ଏହି ପଲିସି ରାଜ୍ୟରେ ଇଭି କ୍ରୟ କରିବାକୁ ଚାହୁଁଥିବା ଗ୍ରାହକ ଏବଂ ଉତ୍ପାଦନକାରୀ ସଂସ୍ଥାମାନଙ୍କ ପାଇଁ ବେଶ୍ ଲାଭଦାୟକ ହୋଇଆସିଛି। ଅବଧି ବୃଦ୍ଧି ହେବା ଦ୍ୱାରା ଇଲେକ୍ଟ୍ରିକ୍‌ ଯାନ କ୍ରୟ କରୁଥିବା ହିତାଧିକାରୀମାନେ ପୂର୍ବଭଳି ସରକାରୀ ସବ୍‌ସିଡି ଏବଂ ଅନ୍ୟାନ୍ୟ ସୁବିଧା ପାଇବେ। ଏଥିସହ ପଞ୍ଜୀକରଣ ଓ ସଡ଼କ ଟିକସ ଛାଡ଼ ମିଳିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking