33.1 C
Bhubaneswar
Tuesday, July 7, 2026
Homeଓଡିଶାଆସିଲା ପୋଷ୍ଟମର୍ଟମ ରିପୋର୍ଟ: ଶ୍ବାସରୁଦ୍ଧରେ ବିଉଟିଙ୍କ ମୃତ୍ୟୁ

ଆସିଲା ପୋଷ୍ଟମର୍ଟମ ରିପୋର୍ଟ: ଶ୍ବାସରୁଦ୍ଧରେ ବିଉଟିଙ୍କ ମୃତ୍ୟୁ

କଟକ: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ସେହିପରି କଲ୍ ଡିଟେଲରୁ ମଧ୍ୟ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଛି ପୋଲିସ ।କହିରଖୁଛୁ କି, ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତଦେହ ଶନିବାର ସକାଳେ ଝୁଲନ୍ତା ଅବସ୍ଥାରେ ନିଜ ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଥିଲା। ଏହାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜୋର ଧରିଥିଲା । ସେ ଆତ୍ମହତ୍ୟା କରିଥିବା ନେଇ ପରିବାର ଲୋକେ ସହଜରେ ଗ୍ରହଣ କରିପାରିନଥିଲେ । ୨ ଆଇଆଇସି, ଜଣେ ଏସ୍‌ପି, ଅତିରିକ୍ତ ଡିସିପି ଘଟଣାର ତଦନ୍ତ କରୁଛନ୍ତି । ବର୍ତ୍ତମାନ ସୁଦ୍ଧା ପ୍ରକୃତ କାରଣ ସ୍ପଷ୍ଟ ହୋଇପାରି ନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking