29.4 C
Bhubaneswar
Wednesday, July 8, 2026
Homeଦେଶ ବିଦେଶଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ କରାଯାଇଛି । ଇଣ୍ଡୋନେସିଆ ରାଷ୍ଟ୍ରପତିଶ୍ରୀ ପ୍ରବୋବୋ ସୁବିଆନ୍ତୋ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଭାରତ ଓଇଣ୍ଡୋନେସିଆ ମଧ୍ୟରେ ସମ୍ପର୍କକୁ ମଜବୁତ କରିବାରେ ତାଙ୍କ ନେତୃତ୍ୱ ଏବଂ ଅସାଧାରଣଅବଦାନର ସ୍ୱୀକୃତି ସ୍ୱରୂପ ପ୍ରଧାନମନ୍ତ୍ରୀ ମୋଦୀ ଏହି ସମ୍ମାନ ପାଇଛନ୍ତି। ଶ୍ରୀ ମୋଦୀ ଏହିପୁରସ୍କାରକୁ ଭାରତ ଓ ଇଣ୍ଡୋନେସିଆର ଜନସାଧାରଣ ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ ଦୀର୍ଘସ୍ଥାୟୀ ସଭ୍ୟତାଗତ ସମ୍ପର୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking