28.7 C
Bhubaneswar
Thursday, July 16, 2026
Homeଓଡିଶାରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୀ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ଲାଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking