26.7 C
Bhubaneswar
Friday, July 17, 2026
Homeଓଡିଶାପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥ । ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଫୁଲ୍ଲଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ସୋସିଆଲ ମିଡିଆ ପ୍ଲାଟଫର୍ମରେ ନବୀନ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ ଜାଣିବାକୁ ପାଇଲି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking