28.9 C
Bhubaneswar
Friday, July 24, 2026
Homeଦେଶ ବିଦେଶବିରୋଧୀ ସାଂସଦଙ୍କ ପ୍ରବଳ ହଟ୍ଟଗୋଳ: ଉଭୟ ସଦନ ସୋମବାର ପର୍ଯ୍ୟନ୍ତ ମୁଲତବୀ

ବିରୋଧୀ ସାଂସଦଙ୍କ ପ୍ରବଳ ହଟ୍ଟଗୋଳ: ଉଭୟ ସଦନ ସୋମବାର ପର୍ଯ୍ୟନ୍ତ ମୁଲତବୀ

ନୂଆଦିଲ୍ଲୀ : ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ପଞ୍ଚମ ଦିନରେ ମଧ୍ୟ ଅଚଳାବସ୍ଥା ଜାରି ରହିିଥିଲା। ଆଜି ମଧ୍ୟ ଉଭୟ ସଦନରେ ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ବିରୋଧୀ ସାଂସଦଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଉଭୟ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଛି। ଫଳରେ ଆସନ୍ତା ସୋମବାର ଦିନ ୧୧ଟା ପର୍ଯ୍ୟନ୍ତ ଉଭୟ ଲୋକସଭା ଓ ରାଜ୍ୟସଭା ମୁଲତବୀ ରହିଛି। ମଧ୍ୟାହ୍ନ ଭୋଜନ ପରବର୍ତ୍ତୀ ସମୟରେ ରାଜ୍ୟସଭାରେ ‘ବନ୍ଦେ ମାତରମ୍’କୁ ଆଇନଗତ ସୁରକ୍ଷା ପ୍ରଦାନ କରିବା ପାଇଁ ଜାତୀୟ ସମ୍ମାନ ଅପମାନ ନିବାରଣ (ସଂଶୋଧନ) ବିଲ୍, ୨୦୨୬ ଆଗତ କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking