33.1 C
Bhubaneswar
Wednesday, July 29, 2026
Homeଓଡିଶା୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ । ୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଧବାର ସକାଳେ ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ । ଖବର ଅନୁଯାୟୀ, ବୁଧବାର ଦିନ ସକାଳ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତ କରିଛନ୍ତି । ସରକାରୀ କାମରେ ଦିଲ୍ଲୀ ଗସ୍ତ କରିଥିବା ସୂଚନା ମିଳିଛି । ହେଲେ କେଉଁ ସବୁ ସରକାରୀ କମ ରହିଛି । ସେନେଇ କୌଣସି ସୂଚନା ମିଳିନାହିଁ । ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking