30 C
Bhubaneswar
Wednesday, July 29, 2026
Homeଓଡିଶାସରକାରୀ କର୍ମଚାରୀଙ୍କ ଛୁଟି ବାତିଲ: ମନ୍ତ୍ରୀ

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ: ମନ୍ତ୍ରୀ

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଜିଲ୍ଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ କ୍ଷମତା ଦିଆଯାଇଛି । ସ୍ଥିତି ଦେଖି ଜିଲ୍ଲାପାଳ ସ୍କୁଲ ଛୁଟି ବାବଦରେ ନିଷ୍ପତ୍ତି ନେବେ । ରାଜ୍ୟରେ କିଛି ଦିନ ଧରି ହୋଇଥିବା ଲଗାଣ ବର୍ଷାରେ କିଛି କିଛି ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି ଦେଖାଦେଇଛି । ବଲାଙ୍ଗୀର, ରାୟଗଡା, ଗଜପତି, ବାଲେଶ୍ୱର , ମୟୁରଭଞ୍ଜ, ଭଦ୍ରକ, ବରଗଡ ଯାଜପୁର ଏହି ସବୁ ଜିଲ୍ଲା ଗୁଡିକରେ ଲଗାଣ ବର୍ଷା କାରଣରୁ ବନ୍ୟା ସ୍ଥିତି ଦେଖାଦେଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking