28.9 C
Bhubaneswar
Friday, July 31, 2026
Homeଦେଶ ବିଦେଶ୨୦୨୭ ଏସସିଓ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିମନ୍ତ୍ରଣ କରିବ ପାକିସ୍ତାନ

୨୦୨୭ ଏସସିଓ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିମନ୍ତ୍ରଣ କରିବ ପାକିସ୍ତାନ

ନୂଆଦିଲ୍ଲୀ :  ୨୦୨୭ରେ ଇସଲାମାବାଦଠାରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିମନ୍ତ୍ରଣ କରାଯିବ ବୋଲି ପାକିସ୍ତାନ ଶୁକ୍ରବାର ସ୍ପଷ୍ଟ କରିଛି। ସଂଗଠନର ନିୟମ ଓ ସଂବିଧାନ ଅନୁସାରେ ଭାରତ ସମେତ ସମସ୍ତ ସଦସ୍ୟ ରାଷ୍ଟ୍ରଙ୍କୁ ଏହି ଆନୁଷ୍ଠାନିକ ନିମନ୍ତ୍ରଣ ପତ୍ର ପଠାଯିବ ବୋଲି ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଆୟୋଜକ ଦେଶ ଭାବେ ସମସ୍ତ ସଦସ୍ୟ ରାଷ୍ଟ୍ରର ମୁଖ୍ୟମାନଙ୍କୁ ଆମନ୍ତ୍ରଣ କରିବା ଏକ ନିୟମିତ ପ୍ରକ୍ରିୟା ଓ ଦାୟିତ୍ୱ ବୋଲି ସେ ପ୍ରକାଶ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking