30 C
Bhubaneswar
Friday, August 7, 2026
Homeଓଡିଶାମୟୁରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ମୟୁରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । ମୟୁରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଡିଇଓ । ମଧ୍ୟାହ୍ନ ଭୋଜନ ପରେ ପୂରା ଜିଲ୍ଲା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏପଟେ ୨୪ ଘଣ୍ଟା ଭିତରେ ଓଡିଶାରୁ ରେଡ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking