27.1 C
Bhubaneswar
Friday, August 14, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଡିଜିପି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଡିଜିପି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ପୋଲିସ ଡିଜି ୱାଇ ବି ଖୁରାନିଆ । ସେଠାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ଉପସ୍ଥିତି ଅଛନ୍ତି । ଅବସର ନେବା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଛନ୍ତି ପୋଲିସ ଡିଜି  । ଅଗଷ୍ଟ ୧୬ରେ ସରୁଛି ୱାଇ ବି ଖୁରାନିଆଙ୍କ କାର୍ଯ୍ୟକାଳ । ତେବେ ବଡ କଥା ହେଉଛି ଏଯାଏଁ ରାଜ୍ୟ ଡିଜିପି କିଏ ହେବେ ତାହା ସ୍ପଷ୍ଟ ହୋଇନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking