29.1 C
Bhubaneswar
Saturday, August 15, 2026
Homeଓଡିଶାଦଳୀୟ କାର୍ଯ୍ୟାଳୟରେ ଉଡ଼ିଲା ତ୍ରିରଙ୍ଗା

ଦଳୀୟ କାର୍ଯ୍ୟାଳୟରେ ଉଡ଼ିଲା ତ୍ରିରଙ୍ଗା

ଭୁବନେଶ୍ୱର : ରାଜ୍ୟ ବିଜେପି କାର୍ଯ୍ୟାଳୟରେ ୮୦ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପତାକା ଉତ୍ତୋଳନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେପିର ବହୁ ନେତା ଓ କର୍ମୀ ଯୋଗ ଦେଇଥିଲେ । ବିଜେଡି ପକ୍ଷରୁ ଶଙ୍ଖ ଭବନରେ ପତାକା ଉତ୍ତୋଳନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଅନେକ ବରିଷ୍ଠ ନେତା ଓ କର୍ମୀ ମାନେ ଯୋଗ ଦେଇଥିଲେ। ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ମଧ୍ୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସ ପତାକା ଉତ୍ତୋଳନ କରିବା ସହ ସମସ୍ତ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking