34.1 C
Bhubaneswar
Thursday, August 20, 2026
Homeଓଡିଶାଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ

ଭୁବନେଶ୍ୱର : କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ଗାଡ଼ି ପଛକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କା ଦେଇଛି।ସୂଚନା ମୁତାବକ, ଟ୍ରକ୍‌ଟି ଗାଡ଼ିର ସାଇଡ୍‌ରେ ପିଟିଥିବା ବେଳେ ଏକ ବଡ଼ ଦୁର୍ଘଟଣାରୁ ଦେବୀ ପ୍ରସାଦ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କାରର ପଛପଟ ଭାଙ୍ଗିରୁଜି ଯାଇଥିବା ବେଳେ ଦେବୀ ମିଶ୍ର ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ପୋଳିସ ପହଞ୍ଚି ଟ୍ରକ ଚାଳକଙ୍କୁ ଧରି ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking