31.1 C
Bhubaneswar
Monday, August 24, 2026
Homeଓଡିଶାଭିଜିଲାନ୍ସ ଜାଲରେ ପୂର୍ବତନ SRA!

ଭିଜିଲାନ୍ସ ଜାଲରେ ପୂର୍ବତନ SRA!

ଜଗତସିଂହପୁର: ଅବସର ପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ଅବସରପ୍ରାପ୍ତ ସିନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ ଭଞ୍ଜକିଶୋର ବେହେରାଙ୍କ ପାଟେଣିଗାଁ ଘରେ ଚଢ଼ାଉ କରିଛି ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ତତ୍କାଳୀନ ସିନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଭଞ୍ଜ କିଶୋର ବେହେରା, ପଞ୍ଚାୟତ ଏକଜିକ୍ୟୁଟିଭ ଅଫିସର ପ୍ରଦୀପ୍ତ କୁମାର ମଲ୍ଲିକ ୨୦୧୧-୧୨ ଏବଂ ୨୦୨୧-୨୨ରେ ସରକାରୀ ଅର୍ଥ ହଡ଼ପ କରିଥିବା ନେଇ ଅଭିଯୋଗ ହୋଇଥିଲା ।ତାଙ୍କ ନାଁରେ ୩ କୋଟି ୨ଲକ୍ଷ ୯୫ହଜାର ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ଭଞ୍ଜ କିଶୋର ବେହେରାଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରା ଯାଉଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking