30.1 C
Bhubaneswar
Saturday, August 29, 2026
Homeଓଡିଶାମାଂସ ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା

ମାଂସ ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା

ସମ୍ବଲପୁର: ସମ୍ବଲପୁରର ବୁର୍ଲାରେ ଗୁଳିମାଡ଼। ଦୁୃର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ଅନିଶ କୁରେସୀଙ୍କର ମୃତ୍ୟୁ। ଦୁୃର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି। କିର୍ବା ଛକରେ ତାଙ୍କୁ ଗୁଳି ମରା ଯାଇଛି। ସେ ପୂର୍ବରୁ ପିସି ବ୍ରିଜରେ ମାଂସ ଦୋକାନ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking