30.1 C
Bhubaneswar
Saturday, August 29, 2026
Homeଓଡିଶାଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା

ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା

ଭୁବନେଶ୍ୱର: ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା । ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିଷ୍ପତ୍ତି ନେଇଛି । ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ବି ଦେବେ ଇଣ୍ଟରନାଲ ପରୀକ୍ଷା । ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ । ୩ ବର୍ଷ ଭିତରେ କୃତକାର୍ଯ୍ୟ ନହେଲେ ପୁଣି ଥରେ ଇଣ୍ଟରନାଲ ପରୀକ୍ଷା ଦେବେ । ସିଏଚଏସଇ ସିଲାବସ କମିଟି ମିଟିଂରେ ନୂଆ ନିୟମକୁ ମିଳିଲା ଅନୁମୋଦନ । ନୂଆ ନିୟମ ୨୦୨୭ରୁ ଲାଗୁ ନେଇ ସିଏଚଏସ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking