27.1 C
Bhubaneswar
Sunday, August 30, 2026
Homeଓଡିଶାଅଗଷ୍ଟ ୩୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଅଗଷ୍ଟ ୩୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଆସନ୍ତା ସୋମବାର ଅଗଷ୍ଟ ୩୧ ତାରିଖରେ ମାନ୍ୟବର ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ତା-୩୧.୦୮.୨୦୨୬ ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି  ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ଯମ ଜରିଆରେ ଜଣାଇଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking