31.1 C
Bhubaneswar
Thursday, September 3, 2026
Homeଓଡିଶାଦିଗ୍‌ଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନ

ଦିଗ୍‌ଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନ

ଭୁବନେଶ୍ୱର : ଦିଗ୍‌ଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ବିଗତ ବର୍ଷ ଭଳି ଚଳିତ ୨୦୨୬-୨୭ ଶିକ୍ଷା ବର୍ଷରେ ଯୁକ୍ତ ଦୁଇ, ଯୁକ୍ତ ତିନି ଅଥବା ସ୍ନାତକୋତରର ନିର୍ଦ୍ଦିଷ୍ଟ ବିଭାଗର ପ୍ରଥମ ବର୍ଷରେ ନାମ ଲେଖାଇଥିବା ଯୋଗ୍ୟ ବିବେଚିତ ମେଧାବୀ ଅନାଥ, ଗରିବ ଓ ଭିନ୍ନକ୍ଷମ ପିଲାଙ୍କୁ ବିଭିନ୍ନ ବାର୍ଷିକ ଶିକ୍ଷାବୃତି ପ୍ରଦାନ କରାଯିବ ।ଏଥି ପାଇଁ ଟ୍ରଷ୍ଟର ୱେବସାଇଡ୍ (www.digjyoti.org) ରେ ଉପଲବ୍ଧ ଘୋଷଣାନାମାରେ ସୂଚିତ ଯୋଗ୍ୟତା ଭିତିରେ ଭିନ୍ନ ଭିନ୍ନ ବୃତି ପାଇଁ ଉଦ୍ଦିଷ୍ଟ ଫର୍ମରେ ସେପ୍ଟେମ୍ବର ୩୦ ତାରିଖ (୩୦.୦୯.୨୦୨୬) ପୂର୍ବରୁ ଟ୍ରଷ୍ଟ ଠିକଣାରେ ଦରଖାସ୍ତ ଆହ୍ୱାନ କରାଯାଉଅଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking