27.1 C
Bhubaneswar
Thursday, September 10, 2026
Homeଓଡିଶାପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

ଗୁଣୁପୁର: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପୁଣି ଅଘଟଣ ଘଟିଛି। ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଲିବା ସମୟରେ ତିନି ଜଣ ଲୋକ ଶ୍ବାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅଞ୍ଚଳରେ ଏହି ଅଘଟଣ ଘଟିଛି। ଗୁଲୁଗୁଡ଼ା ପଞ୍ଚାୟତ ତାରପାଗୁଡ଼ା ଗାଁରେ ଜୀବଜଗତପୁର ଗାଁର ୩ଜଣ ବାସିନ୍ଦାଙ୍କର ମୃତ୍ୟୁ ଘଟିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking