30.1 C
Bhubaneswar
Sunday, September 13, 2026
Homeଓଡିଶାୟୁଏଇରୁ ଓଡିଶା ଫେରିଲେ ମୁଖ୍ୟମନ୍ତ୍ରୀ

ୟୁଏଇରୁ ଓଡିଶା ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ଓଡିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନମାଝୀ । ଓଡିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ଫେରିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ମନ୍ତ୍ରୀ ଏବଂ ବିଜେପି କର୍ମୀ । ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ୫ ଦିନିଆ ଗସ୍ତ ସମୟରେ ୩ ଦିନ ନିବେଶକଙ୍କ ସହ ଆଲୋଚନା ହୋଇଛି । ଓଡିଶାରେ ଅଧିକରୁ ଅଧିକ ନିବେଶ ଓ ନିଯୁକ୍ତି ସୃଷ୍ଟି ଆମର ଲକ୍ଷ୍ୟ । ରାଜ୍ୟକୁ ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ନିବେଶ ଆସିବ । ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବେ ୮ ଲକ୍ଷରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking