32.1 C
Bhubaneswar
Thursday, September 17, 2026
Homeଓଡିଶାଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଦିଲ୍ଲୀରେ ରୋଡ ସୋରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇଟି ଟିମ୍ ଯାଇଛନ୍ତି । ୟୁରୋପ, ଜାପାନ, ସାଉଥ୍ କୋରିଆ ଟିମ୍ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ଅଛି । ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ସେମାନେ ଆଗ୍ରହ ପ୍ରକାଶ କରିଛନ୍ତି । ଓଡ଼ିଶାକୁ ସେମି କଣ୍ଡକ୍ଟର ହବ କରିବାକୁ ଯୋଜନା କରୁଛନ୍ତି ସରକାର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking