31.1 C
Bhubaneswar
Thursday, September 17, 2026
Homeଓଡିଶାଲିଫ୍ଟ ଦେବା ବାହାନାରେ ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ !

ଲିଫ୍ଟ ଦେବା ବାହାନାରେ ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ !

ସୁନ୍ଦରଗଡ଼: ଲିଫ୍ଟ ଦେବା ବାହାନାରେ ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ । ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅଞ୍ଚଳରେ ଲଜ୍ଜା । ଅଭିଯୋଗ ଅନୁସାରେ, ଦୁଇ ଦିନ ତଳେ ଦୁଇ ନାବାଳିକାଙ୍କୁ ଲିଫ୍ଟ ଦେବା ବାହାନା କରି କିଛି ଯୁବକ ନିକଟସ୍ଥ ଏକ ଜଙ୍ଗଲକୁ ନେଇଯାଇଥିଲେ । ସେଠାରେ ସେମାନଙ୍କ ସହ ଦୁଷ୍କର୍ମ କରାଯାଇଥିବା ନେଇ ପୋଲିସରେ ଅଭିଯୋଗ ହୋଇଛି । ଘଟଣାରେ ସମ୍ପୃକ୍ତି ନେଇ ପୋଲିସ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପକ୍ଷରେ, ଦୁଇ ନାବାଳିକାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଘଟଣାକୁ ନେଇ ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking