33.1 C
Bhubaneswar
Friday, September 18, 2026
Homeଓଡିଶାଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ନୀତିକାନ୍ତି ବନ୍ଦ

ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ନୀତିକାନ୍ତି ବନ୍ଦ

ଭୁବନେଶ୍ବର: ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ନୀତିକାନ୍ତି ବନ୍ଦ । ଲିଙ୍ଗରାଜ ମନ୍ଦିରରେ ପୁଣି ନୀତିକାନ୍ତି ବନ୍ଦ ରହିଛି । ଗତକାଲି ରାତି ପ୍ରାୟ ୧୧ଟାରୁ ମନ୍ଦିରରେ ନୀତିକାନ୍ତି ବନ୍ଦ ଥିବା ସୂଚନା ମିଳିଛି । ସେବାୟତଙ୍କ ମଧ୍ୟରେ ଉପୁଜିଥିବା ବିବାଦକୁ ନେଇ ନୀତି ବନ୍ଦ ରହିଛି । ଫଳରେ ଠାକୁରଙ୍କ ନୀତି ନିର୍ଦ୍ଧାରିତ ସମୟରେ ହୋଇପାରିନାହିଁ । ଦୀର୍ଘ ସମୟ ଧରି ନୀତିକାନ୍ତି ବନ୍ଦ ରହିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking