33.1 C
Bhubaneswar
Friday, September 18, 2026
Homeଓଡିଶା୭ ଦିନିଆ ଦିଲ୍ଲୀ ଗସ୍ତ ସାରି ଆଜି ଓଡ଼ିଶା ଫେରିବେ ନବୀନ ପଟ୍ଟନାୟକ

୭ ଦିନିଆ ଦିଲ୍ଲୀ ଗସ୍ତ ସାରି ଆଜି ଓଡ଼ିଶା ଫେରିବେ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ଦିଲ୍ଲୀ ଗସ୍ତ ଶେଷ କରି ଆଜି ଓଡ଼ିଶା ଫେରିବେ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ୟକ୍ତିଗତ କାମରେ ୭ ଦିନ ପାଇଁ ଦିଲ୍ଲୀ ଯାଇଥିଲେ ନବୀନ । ଆଜି ମଧ୍ୟାହ୍ନ ୧୨ଟା ୫୦ ମିନିଟ୍‌ରେ ନବୀନ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ୭ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ସେ ଭୁବନେଶ୍ୱର ଫେରିବେ ।ତେବେ ନବୀନଙ୍କ ଏହି ଦିଲ୍ଲୀ ଗସ୍ତ ସମ୍ପୂର୍ଣ୍ଣ ବ୍ୟକ୍ତିଗତ କାର୍ଯ୍ୟ ପାଇଁ ଥିବା କୁହାଯାଇଛି । ଏବେ ତାଙ୍କ ଓଡ଼ିଶା ପ୍ରତ୍ୟାବର୍ତ୍ତନକୁ ନେଇ ବିଜେଡି ଶିବିରରେ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking