27.1 C
Bhubaneswar
Tuesday, September 22, 2026
Homeଓଡିଶାଗଭୀର ଅବପାତ: ବାତ୍ୟା ଆଶ୍ରୟ ସ୍ଥଳି ପରିଦର୍ଶନ କଲେ ଗଞ୍ଜାମ ଜିଲ୍ଲାପାଳ

ଗଭୀର ଅବପାତ: ବାତ୍ୟା ଆଶ୍ରୟ ସ୍ଥଳି ପରିଦର୍ଶନ କଲେ ଗଞ୍ଜାମ ଜିଲ୍ଲାପାଳ

ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ଗଭୀର ଅବପାତ ସାମ୍ନା କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଧନଜୀବନ ସୁରକ୍ଷା ସହ ‘ଜିରୋ କାଜୁଆଲ୍‌ଟି’ ଲକ୍ଷ୍ୟରେ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଘନଘନ ବୈଠକ କରିବା ସହ ପରିସ୍ଥିତି ଉପରେ ନଜର ରଖିଛନ୍ତି।ଏହି କ୍ରମରେ ଆଜି ପୂର୍ବାହ୍‌ଣରେ ଜିଲ୍ଲାପାଳ ଚିକିଟି ବ୍ଲକ ଅନ୍ତର୍ଗତ ଅଲାଡ଼ିପୁର ଓ ରମାୟାପାଟଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସେଠାରେ ଉପଲବ୍ଧ ବ୍ୟବସ୍ଥା ଓ ପ୍ରସ୍ତୁତିର ସ୍ଥିତି ଯାଞ୍ଚ କରିଛନ୍ତି। ଆଶ୍ରୟସ୍ଥଳୀରେ ପାନୀୟ ଜଳ, ବିଦ୍ୟୁତ୍‌, ଆଲୋକ, ଖାଦ୍ୟ, ଔଷଧ ଓ ଅନ୍ୟାନ୍ୟ ଆବଶ୍ୟକ ସୁବିଧା ସୁନିଶ୍ଚିତ କରିବାକୁ ସେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking