26.1 C
Bhubaneswar
Wednesday, September 23, 2026
Homeଓଡିଶାଆସନ୍ତାକାଲି କଳାହାଣ୍ଡି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡି ଛୁଟି ଘୋଷଣା

ଆସନ୍ତାକାଲି କଳାହାଣ୍ଡି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡି ଛୁଟି ଘୋଷଣା

କଳାହାଣ୍ଡି: ଆସନ୍ତାକାଲି କଳାହାଣ୍ଡି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡି ଛୁଟି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲ୍ଲାପାଳ ।ଅନ୍ୟପଟେବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ୬ଘଣ୍ଟାରେ ୧୨କିମି ବେଗରେ ଗତି କରୁଛି । ଏହା ଆଜି ରାତି ସୁଦ୍ଧା ଆନ୍ଧ୍ରପ୍ରଦେଶ କଳିଙ୍ଗପଟ୍ଟନମ ନିକଟରେ ଅତିକ୍ରମ କରିପାରେ ଉପକୂଳ । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି ।

ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତଟି ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ ଦିଗକୁ ଗତି କରିଛି । ଏହା ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମଠାରୁ ପ୍ରାୟ ୭୦ କିଲୋମିଟର ପୂର୍ବ-ଦକ୍ଷିଣପୂର୍ବ, ଓଡ଼ିଶାର ଗୋପାଳପୁରଠାରୁ ୧୫୦ କିଲୋମିଟର ଦକ୍ଷିଣ, ପୁରୀଠାରୁ ୨୩୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମ ଏବଂ ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମଠାରୁ ୧୫୦ କିଲୋମିଟର ପୂର୍ବ-ଉତ୍ତରପୂର୍ବରେ ଅବସ୍ଥିତ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking