27.1 C
Bhubaneswar
Thursday, September 24, 2026
Homeଓଡିଶାପୁଣି ଘୁଞ୍ଚିଲା ଡିଜିପି ନିଯୁକ୍ତି ମାମଲାର ଶୁଣାଣି

ପୁଣି ଘୁଞ୍ଚିଲା ଡିଜିପି ନିଯୁକ୍ତି ମାମଲାର ଶୁଣାଣି

ନୂଆଦିଲ୍ଲୀ: ପୁଣି ଘୁଞ୍ଚିଲା ଡିଜିପି ନିଯୁକ୍ତି ମାମଲାର ଶୁଣାଣି । ଆଜି ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ରାଜ୍ୟ ସରକାର। ଡିଜିପି ନିଯୁକ୍ତି ପ୍ରକ୍ରିୟାରେ କୌଣସି ଅନିୟମିତତା ହୋଇନଥିବା ରାଜ୍ୟ ସରକାର କହିଛନ୍ତି ।ମାମଲାରେ ରାଜ୍ୟ ସରକାରଙ୍କ ସହ ଆବେଦନକାରୀ ପକ୍ଷ ମଧ୍ୟ ନିଜ ନିଜ ପକ୍ଷ ରଖିଛନ୍ତି । ବରିଷ୍ଠ ଆଇନଜୀବୀ ସଂଗ୍ରାମ ପଟ୍ଟନାୟକଙ୍କ ସୂଚନା ଅନୁସାରେ, ଡିଜିପି ନିଯୁକ୍ତି ମାମଲାର ଶୁଣାଣି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।ତେବେ ମଙ୍ଗଳବାର ପାଇଁ ସୁପ୍ରିମକୋର୍ଟ କିଛି କ୍ଲାରିଫିକେସନ ମାଗିଛନ୍ତି । ତେଣୁ ଆସନ୍ତା ମଙ୍ଗଳବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସେହିଦିନ ସୁପ୍ରିମକୋର୍ଟ ରାୟ ଶୁଣାଇପାରନ୍ତି କିମ୍ବା ରାୟ ସଂରକ୍ଷିତ ରଖିପାରନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking