29.1 C
Bhubaneswar
Friday, September 25, 2026
Homeଓଡିଶାଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ: ରାଜସ୍ବ ମନ୍ତ୍ରୀ

ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଆସନ୍ତା ୨୪ ଘଣ୍ଟା ଓଡ଼ିଶା ପାଇଁ ସତର୍କ ରହିବାର ସମୟ। କାଲି ବେଳକୁ ସ୍ବାଭାବିକ ଆଡ଼କୁ ଓଡ଼ିଶା ଗତି କରିବ।ବିପଦ ସଙ୍କେତ ଉପରେ ବୈତରଣୀ ଓ ଜଳକା ନଦୀ ପ୍ରବାହିତ ହେଉଛି। ଭଦ୍ରକ ଆଖୁଆପଦାରେ ବୈତରଣୀ ବିପଦ ସଙ୍କେତ ଉପରେ ରହିଛି। ମଥାନୀରେ ବିପଦ ସଙ୍କେତ ଉପରେ ଜଳକା ନଦୀ ପ୍ରବାହିତ ହେଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking