33.1 C
Bhubaneswar
Tuesday, September 29, 2026
Homeଓଡିଶାଆସନ୍ତାକାଲି ଶ୍ରୀ ବିଗ୍ରହଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ

ଆସନ୍ତାକାଲି ଶ୍ରୀ ବିଗ୍ରହଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ: ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ରାତି ୧୦ ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସର୍ବ ସାଧାରଣ ଦର୍ଶନ ଆପାତତଃ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସର୍ବସାଧାରଣଙ୍କୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking